ପ୍ରେରିତ 13:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ଵାରା ଆପଣମାନଙ୍କ ନିକଟରେ ପାପମୋଚନ ପ୍ରଚାର କରାଯାଉଛି, Viz kapitolaଓଡିଆ ବାଇବେଲ38 ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି, Viz kapitolaପବିତ୍ର ବାଇବଲ (CL) NT (BSI)38-39 ଭାଇମାନେ, ତୁମେ ସବୁ ନିଶ୍ଚିତଭାବେ ଜାଣି ରଖିବା ଆବଶ୍ୟକ ଯେ କେବଳ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ ନିକଟରେ ପାପକ୍ଷମାର ବାର୍ତ୍ତା ପ୍ରଚାରିତ ହୋଇଅଛି। ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୁକ୍ତି ପାଇପାରି ନ ଥିବା ପ୍ରତ୍ୟେକେ ସେହି ଯୀଶୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ହିଁ ପରିତ୍ରାଣ ପାଇବେ, ଏହା ତୁମ୍ଭେମାନେ ବୁଝିବା ଆବଶ୍ୟକ। Viz kapitolaପବିତ୍ର ବାଇବଲ38-39 ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ୍ ଯେ, କେବଳ ଏହି ଜଣଙ୍କ ଦ୍ୱାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହୋଇପାରେ। ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ତୁମ୍ଭେମାନେ ଯେଉଁ ମୁକ୍ତି ପାଇ ପାରିବ ନାହିଁ; ତାହାଙ୍କଠାରେ ବିଶ୍ୱାସ କରି ତୁମ୍ଭେମାନେ ସେହିସବୁ ପାପରୁ ମୁକ୍ତି ପାଇ ପାରିବ। Viz kapitola |