ପ୍ରେରିତ 13:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)39 ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ଵାରା ଯେସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇ ପାରିଲେ ନାହିଁ, ବିଶ୍ଵାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ଵାରା ସେହିସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି। Viz kapitolaଓଡିଆ ବାଇବେଲ39 ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇ ପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି । Viz kapitola |