Online Bible

- Reklamy -




ପ୍ରେରିତ 13:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।

Viz kapitola kopírovat

ଓଡିଆ ବାଇବେଲ

45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

45 ଜନଗହଳି ଦେଖି ଇହୁଦୀମାନେ ଈର୍ଷାନ୍ୱିତ ହେଲେ ଓ ପାଉଲଙ୍କ କଥାରେ ପ୍ରତିବାଦ କରି ତାଙ୍କୁ ଅପମାନିତ କଲେ।

Viz kapitola kopírovat

ପବିତ୍ର ବାଇବଲ

45 ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସେମାନେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରୟୋଗ କଲେ।

Viz kapitola kopírovat




ପ୍ରେରିତ 13:45

Následuj nás:

Reklamy


Reklamy