ପ୍ରେରିତ 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ଵରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ, ଯୋହନ ମଧ୍ୟ ପରିଚାରକ ସ୍ଵରୂପେ ସେମାନଙ୍କ ସହିତ ଥିଲେ। Viz kapitolaଓଡିଆ ବାଇବେଲ5 ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୂଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)5 ସାଲାମି ସହରରେ ପହଞ୍ôଚ ଇହୁଦୀ ଉପାସନା ଗୃହମାନଙ୍କରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କଲେ। ଯୋହନ ମାର୍କ ସେମାନଙ୍କ ସଙ୍ଗରେ ରହି ସାହାଯ୍ୟ କରୁଥିଲେ। Viz kapitolaପବିତ୍ର ବାଇବଲ5 ସେମାନେ ସାଲାମି ନଗରରେ ପହଞ୍ଚି ଯିହୂଦୀମାନଙ୍କର ସମାଜଗୃହଗୁଡ଼ିକରେ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କଲେ। ଯୋହନ ମାର୍କ ମଧ୍ୟ ସେମାନଙ୍କୁ ସାହାଯ୍ୟ କରୁଥିଲେ। Viz kapitola |