ପ୍ରେରିତ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭର ପାଦରେ ଭାର ଦେଇ ସିଧା ଠିଆ ହୁଅ। ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ10 ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ । ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (CL) NT (BSI)10 ତେଣୁ ତା’ ଆଡ଼କୁ ସ୍ଥିର ଦୃଷ୍ଟିରେ ଚାହିଁ ପାଉଲ ଉଚ୍ଚ ସ୍ୱରରେ କହିଲେ, “ପାଦରେ ଭାର ଦେଇ ସିଧା ଠିଆ ହୁଅ!” ଲୋକଟି ଡେଇଁ ପଡ଼ି ଚାରିପଟେ ଚାଲିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ10 ସେ ଖୁବ୍ ଜୋର୍ରେ କହିଲେ, “ପାଦରେ ଭରା ଦେଇ ସିଧା ଠିଆ ହୁଅ।” ସେ ଛୋଟା ଲୋକଟି ଡେଇଁ ପଡ଼ିଲା ଓ ଗ୍ଭଲିବାକୁ ଆରମ୍ଭ କଲା। Viz kapitola |