Online Bible

- Reklamy -




ପ୍ରେରିତ 14:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତଥାପି ସେ ଆପଣାକୁ ସାକ୍ଷ୍ୟବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁଗୁଡ଼ିକ ଦେଇ ଭକ୍ଷ୍ୟ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

17 ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାଁନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 କିନ୍ତୁ ତାଙ୍କର ସକଳ ଉତ୍ତମ କାର୍ଯ୍ୟ ଦ୍ୱାରା ସେ ସର୍ବଦା ତାଙ୍କର ଅସ୍ତିତ୍ୱର ସୂଚନା ଦେଇଛନ୍ତି; ସେ ଆକାଶରୁ ବୃଷ୍ଟି ଓ ଉପଯୁକ୍ତ ସମୟରେ ଫସଲ ଦିଅନ୍ତି, ଖାଦ୍ୟ ଯୋଗାନ୍ତି ଓ ଆନନ୍ଦରେ ତୁମ ହୃଦୟ ପୂର୍ଣ୍ଣ କରନ୍ତି।”

Viz kapitola kopírovat

ପବିତ୍ର ବାଇବଲ

17 କିନ୍ତୁ ସେ ତୁମ୍ଭମାନଙ୍କ ନିକଟରେ ନିଜର ସାକ୍ଷ୍ୟ ଦେଇ ଅଛନ୍ତି। କାରଣ ସେ ତୁମ୍ଭମାନଙ୍କ ପାଇଁ ବହୂତ ଭଲ କାମ କରିଛନ୍ତି। ସେ ତୁମ୍ଭକୁ ସ୍ୱର୍ଗରୁ ବର୍ଷା ଓ ଋତୁ ଅନୁସାରେ ଶସ୍ୟ ଦେଇଛନ୍ତି। ସେ ତୁମ୍ଭମାନଙ୍କୁ ଖାଦ୍ୟ ଦିଅନ୍ତି। ସେ ତୁମ୍ଭମାନଙ୍କର ହୃଦୟ ଆନନ୍ଦରେ ଭରି ଦିଅନ୍ତି।”

Viz kapitola kopírovat




ପ୍ରେରିତ 14:17

Následuj nás:

Reklamy


Reklamy