ପ୍ରେରିତ 14:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ, ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ତଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ଵାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ। Viz kapitolaଓଡିଆ ବାଇବେଲ23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)23 ପ୍ରତ୍ୟେକ ମଣ୍ଡଳୀରେ ସେମାନେ ହସ୍ତାର୍ପଣ କରି ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ନିଯୁକ୍ତ କଲେ ଓ ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ ସ୍ଥାପନ କରିଥିଲେ, ପ୍ରାର୍ଥନା ଓ ଉପବାସ ସହିତ ସେମାନଙ୍କୁ ସେହି ପ୍ରଭୁଙ୍କ ନିକଟରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ23 ପାଉଲ ଓ ବର୍ଣ୍ଣବ୍ବା ସେମାନଙ୍କ ପାଇଁ ପ୍ରତି ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତି ଦେଲେ। ସେମାନେ ଏହି ପ୍ରାଚୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚୀନମାନେ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣବ୍ବା ସେମାନଙ୍କୁ ପ୍ରଭୁଙ୍କ ପାଖରେ ସମର୍ପଣ କଲେ। Viz kapitola |