ପ୍ରେରିତ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାʼର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା। Viz kapitolaଓଡିଆ ବାଇବେଲ8 ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)8 ଲୁସ୍ତ୍ରାରେ ଜଣେ ଜନ୍ମରୁ ଖଞ୍ଜ ଲୋକ ଥିଲା। ସେ ଆଦୌ ଚାଲିପାରୁ ନ ଥିଲା। Viz kapitolaପବିତ୍ର ବାଇବଲ8 ଲୁସ୍ତ୍ରାରେ ଗୋଟିଏ ଛୋଟା ଥିଲା। ସେ ଲୋକଟି ଜନ୍ମରୁ ଛୋଟା ଥିଲା। ସେ କେବେ ଗ୍ଭଲି ପାରୁ ନ ଥିଲା। Viz kapitola |