ପ୍ରେରିତ 15:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ଯୌନକ୍ରିୟାଠାରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା; Viz kapitolaପବିତ୍ର ବାଇବଲ (Re-edited) - (BSI)28 କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ଵାସରୋଧ ଦ୍ଵାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ବିହିତ ବୋଧ ହେଲା; Viz kapitolaଓଡିଆ ବାଇବେଲ28 କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା; Viz kapitolaପବିତ୍ର ବାଇବଲ (CL) NT (BSI)28 କେତୋଟି ଆବଶ୍ୟକୀୟ ନିୟମ ବ୍ୟତୀତ ତୁମ ଉପରେ ଆଉ କୌଣସି ଭାର ନ ପକାଇବା ପାଇଁ ଆମେ ପବିତ୍ରଆତ୍ମାଙ୍କଠାରୁ ନିର୍ଦ୍ଦେଶ ପାଇଛୁ। Viz kapitolaପବିତ୍ର ବାଇବଲ28 ପବିତ୍ରଆତ୍ମା ଓ ଆମ୍ଭମାନଙ୍କୁ ଏହା ଉଚିତ୍ ମନେ ହେଲା ଯେ, ତୁମ୍ଭେମାନେ ଏହି କେତୋଟି ବିଷୟ ଛଡ଼ା ଆଉ ଅଧିକ ବୋଝରେ ଭାରାକ୍ରାନ୍ତ ହେବା ଠିକ୍ ନୁହେଁ। ତେଣୁ ଏହି କେତୋଟି ଆବଶ୍ୟକୀୟ ବିଷୟ ଗୁଡ଼ିକ ତୁମ୍ଭେମାନେ କରିବ: Viz kapitola |