Online Bible

- Reklamy -




ପ୍ରେରିତ 15:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ଵାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।

Viz kapitola kopírovat

ଓଡିଆ ବାଇବେଲ

32 ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

32 ଯିହୁଦା ଓ ଶୀଲା ନିଜେ ଭାବବାଦୀ ଥିଲେ ଏବଂ ସେମାନେ ଆଣ୍ଟିୟୋଖର ବିଶ୍ୱାସୀମାନଙ୍କୁ ଅନେକ ସମୟ ପର୍ଯ୍ୟନ୍ତ ଉଦ୍ବୋଧନ ଦେଇ ସେମାନଙ୍କ ବିଶ୍ୱାସକୁ ଦୃଢ଼ କଲେ।

Viz kapitola kopírovat

ପବିତ୍ର ବାଇବଲ

32 ଯିହୂଦା ଓ ଶୀଲା ଦୁହେଁ ମଧ୍ୟ ଭାବବାଦୀ ଥିଲେ। ସେମାନେ ଭାଇମାନଙ୍କୁ ଉତ୍ସାହ ଦେଇ ଅନେକ କଥା କହିଲେ ଓ ସେମାନଙ୍କୁ ଶକ୍ତିଯୁକ୍ତ କଲେ।

Viz kapitola kopírovat




ପ୍ରେରିତ 15:32

Následuj nás:

Reklamy


Reklamy