Online Bible

- Reklamy -




ପ୍ରେରିତ 15:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ୍ ମନେ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲିଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ ମନେ କଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

38 କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ ମନେ କଲେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

38 କିନ୍ତୁ ପାଉଲ ତାଙ୍କୁ ନେବା ଉଚିତ ମନେ କଲେ ନାହିଁ; କାରଣ ସେ ପୂର୍ବ ଯାତ୍ରାରେ କାର୍ଯ୍ୟ ଶେଷ ହେବାଯାଏ ସେମାନଙ୍କ ସହିତ ନ ରହି ସେମାନଙ୍କୁ ପାମ୍ପିଲିଆରେ ଛାଡ଼ି ଚାଲି ଯାଇଥିଲେ।

Viz kapitola kopírovat

ପବିତ୍ର ବାଇବଲ

38 କିନ୍ତୁ ପାଉଲ ତାହାଙ୍କୁ ସାଙ୍ଗରେ ନ ନେବା ପାଇଁ ଜୋ‌ର୍‌‌ଦେଲେ, କାରଣ ସେ ପୂର୍ବରୁ ପଂଫୂଲିଆରେ ସେମାନଙ୍କ ସହିତ ଏହି କାର୍ଯ୍ୟରେ ସାଙ୍ଗରେ ନ ରହି ସେମାନଙ୍କୁ ତ୍ୟାଗ କରି ଗ୍ଭଲି ଆସିଥିଲେ।

Viz kapitola kopírovat




ପ୍ରେରିତ 15:38

Následuj nás:

Reklamy


Reklamy