ପ୍ରେରିତ 15:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)39 ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ, Viz kapitolaଓଡିଆ ବାଇବେଲ39 ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ, Viz kapitolaପବିତ୍ର ବାଇବଲ (CL) NT (BSI)39 ଏ ବିଷୟରେ ଭୀଷଣ ଯୁକ୍ତିତର୍କ ହେଲା ଓ ସେମାନଙ୍କର ବିଚ୍ଛେଦ ହେଲା। ବର୍ଣ୍ଣବା ମାର୍କଙ୍କୁ ନେଇ ସାଇପ୍ରସ୍ଙ୍କୁ ଜଳଯାତ୍ରା କଲେ। Viz kapitolaପବିତ୍ର ବାଇବଲ39 ଏଥିପାଇଁ ସେମାନଙ୍କ ମଧ୍ୟରେ ଘୋର ମତଭେଦ ହେଲା। ଏହା ଫଳରେ, ପାଉଲ ଓ ବର୍ଣ୍ଣବ୍ବା ପରସ୍ପରଠାରୁ ଅଲଗା ହୋଇଗଲେ। ବର୍ଣ୍ଣବ୍ବା ମାର୍କଙ୍କୁ ନେଇ ଜଳ ପଥରେ କୂପ୍ର ଉପଦ୍ୱୀପକୁ ଗ୍ଭଲିଗଲେ। Viz kapitola |