ପ୍ରେରିତ 16:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ଥୁୟାଥୀରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ଵର-ଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କଥିତ ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାଙ୍କର ହୃଦୟ ଫିଟାଇ ଦେଲେ। Viz kapitolaଓଡିଆ ବାଇବେଲ14 ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)14 ସେମାନଙ୍କ ମଧ୍ୟରୁ ଥୁୟଟୀରା ସହରର ବାଇଗଣିଆ ବସ୍ତ୍ର ବିକ୍ରି କରୁଥିବା ଲୁଦିଆ ନାମରେ ଜଣେ ମହିଳା ଥିଲେ। ସେ ଈଶ୍ୱରଙ୍କର ଉପାସନା କରୁଥିଲେ ଓ ପାଉଲ ଯାହା କହୁଥିଲେ, ତାହା ମନୋଯୋଗ ସହକାରେ ଶୁଣି ଗ୍ରହଣ କରିବା ପାଇଁ ପ୍ରଭୁ ତାଙ୍କୁ ସୁଯୋଗ ଦେଲେ। Viz kapitolaପବିତ୍ର ବାଇବଲ14 ସେଠାରେ ଲୂଦିଆ ନାମକ ଜଣେ ସ୍ତ୍ରୀଲୋକ ଥିଲା। ସେ ଥୁୟାଥୀରା ନଗରର ବାଇଗଣୀ ରଙ୍ଗର ଲୁଗା ବ୍ୟବସାୟୀ ଥିଲା। ସେ ସତ୍ୟ ପରମେଶ୍ୱରଙ୍କୁ ଉପାସନା କରୁଥିଲା ଓ ଆମ୍ଭ କଥା ଶୁଣୁଥିଲା। ପାଉଲଙ୍କ କଥା ଶୁଣିବା ପାଇଁ ପ୍ରଭୁ ତାହାଙ୍କ ହୃଦୟ ଖୋଲି ଦେଇଥିଲେ। Viz kapitola |