Online Bible

- Reklamy -




ପ୍ରେରିତ 16:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରାତ୍ପର ଈଶ୍ଵରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉ ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ସେ ପାଉଲ ଓ ଆମ ପଛେ ପଛେ ଆସି ଚିକ୍ରାର କରି କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ଈଶ୍ୱରଙ୍କ ସେବକ। ତୁମ୍ଭେମାନେ କିପରି ପରିତ୍ରାଣ ପାଇବ, ଏକଥା ସେମାନେ କହୁଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

17 ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋ‌ର୍‌‌ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।”

Viz kapitola kopírovat




ପ୍ରେରିତ 16:17

Následuj nás:

Reklamy


Reklamy