ପ୍ରେରିତ 16:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ, ସେମାନେ ସେମାନଙ୍କୁ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି। Viz kapitolaଓଡିଆ ବାଇବେଲ20 ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)20 “ଏହି ଲୋକମାନେ ଇହୁଦୀ, ସେମାନେ ଆମ ସହରରେ ଗଣ୍ଡଗୋଳ କରୁଛନ୍ତି। Viz kapitolaପବିତ୍ର ବାଇବଲ20 ସେମାନଙ୍କୁ ନଗରପାଳମାନଙ୍କ ପାଖରେ ପହଞ୍ଚାଇ କହିଲେ, “ଏମାନେ ଯିହୂଦୀୟଲୋକ। ଏମାନେ ଆମ୍ଭ ନଗରରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି। Viz kapitola |