Online Bible

- Reklamy -




ପ୍ରେରିତ 16:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ସେ ଏହିପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ହରିକାଠ ଲଗାଇଦେଲେ।

Viz kapitola kopírovat

ଓଡିଆ ବାଇବେଲ

24 ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ କାଠଗଣ୍ଡି ବାନ୍ଧିଦେଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଏହି ଆଦେଶ ପାଇ କାରାରକ୍ଷକ ସେମାନଙ୍କୁ ଗୋଟିଏ ଭିତରିଆ ପ୍ରକୋଷ୍ଠରେ ପକାଇ ଦେଇ, ଓଜନିଆ କାଠ ଗଡ଼ରେ ସେମାନଙ୍କ ଗୋଡ଼କୁ ବାନ୍ଧି ରଖିଲେ।

Viz kapitola kopírovat

ପବିତ୍ର ବାଇବଲ

24 ସେ ଏପରି ଆଦେଶ ପାଇ ସେମାନଙ୍କୁ ଭିତର କୋଠରୀ ଭିତରେ ରଖିଦେଲେ। ସେ ସେମାନଙ୍କର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।

Viz kapitola kopírovat




ପ୍ରେରିତ 16:24

Následuj nás:

Reklamy


Reklamy