ପ୍ରେରିତ 16:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେତେବେଳେ ହଠାତ୍ ଏପରି ମହାଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ଵାର ମେଲା ହୋଇଗଲା, ପୁଣି ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା। Viz kapitolaଓଡିଆ ବାଇବେଲ26 ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା । Viz kapitolaପବିତ୍ର ବାଇବଲ (CL) NT (BSI)26 ହଠାତ୍ ଭୀଷଣ ଭୂମିକମ୍ପ ହେଲା ଓ କାରାଗାରର ମୂଳଦୁଆକୁ ଦୋହଲାଇ ଦେଲା। ସଙ୍ଗେ ସଙ୍ଗେ ସମସ୍ତ ଦ୍ୱାର ଖୋଲିଗଲା ଓ ସବୁ ବନ୍ଦୀମାନଙ୍କର ଜଞ୍ଜିର ଖସି ପଡ଼ିଲା। Viz kapitolaପବିତ୍ର ବାଇବଲ26 ହଠାତ୍ ଖୁବ୍ ଜୋର୍ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା। Viz kapitola |