ପ୍ରେରିତ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ। Viz kapitolaଓଡିଆ ବାଇବେଲ3 ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହି ସବୁ ଅଞ୍ଚଳରେ ଥିବା ଯିହୂଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)3 ପାଉଲ ତାଙ୍କ ସହିତ ତୀମଥିଙ୍କୁ ନେବା ପାଇଁ ଚାହିଁଲେ, ତେଣୁ ତାଙ୍କୁ ସୁନ୍ନତ କଲେ। ଏହା କରିବାର କାରଣ, ତୀମଥିଙ୍କ ପିତା ଗ୍ରୀକ୍ ଲୋକ ଥିଲେ ବୋଲି ସେହି ସ୍ଥାନମାନଙ୍କରେ ବାସ କରୁଥିବା ଇହୁଦୀମାନେ ଜାଣିଥିଲେ। Viz kapitolaପବିତ୍ର ବାଇବଲ3 ପାଉଲ ତୀମଥିଙ୍କୁ ନିଜ ସହିତ ନେବା ପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହେତୁ ସୁନ୍ନତ କରିଦେଲେ। Viz kapitola |