ପ୍ରେରିତ 16:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ଲୋକମାନେ ଭୟ କଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)38 ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହିସମସ୍ତ କଥା ଜଣାଇଲେ, ପୁଣି ସେମାନେ ଯେ ରୋମୀୟ ଲୋକ, ଏହା ଶୁଣି ସେମାନେ ଭୟ କଲେ, Viz kapitolaଓଡିଆ ବାଇବେଲ38 ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ,ଏହା ଶୁଣି ଲୋକମାନେ ଭୟ କଲେ, Viz kapitolaପବିତ୍ର ବାଇବଲ (CL) NT (BSI)38 ସିପାହୀମାନେ ରୋମୀୟ କର୍ତ୍ତୃପକ୍ଷମାନଙ୍କୁ ଏହି କଥା ଜଣାଇଲେ। ପାଉଲ ଓ ଶୀଲା ରୋମୀୟ ନାଗରିକ ବୋଲି ଶୁଣି ସେମାନେ ଭୟଭୀତ ହେଲେ। Viz kapitolaପବିତ୍ର ବାଇବଲ38 ସେମାନେ ପାଉଲ ଓ ଶୀଲାଙ୍କୁ ରୋମୀୟ ଜାଣି ଡରିଗଲେ। Viz kapitola |