Online Bible

- Reklamy -




ପ୍ରେରିତ 16:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ଆଉ, ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ।

Viz kapitola kopírovat

ଓଡିଆ ବାଇବେଲ

39 ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ତା’ପରେ ଯାଇ ସେମାନଙ୍କ ନିକଟରେ କ୍ଷମା ଭିକ୍ଷା କଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତ କରି ନଗର ଛାଡ଼ି ଚାଲି ଯିବାକୁ ଅନୁରୋଧ କଲେ।

Viz kapitola kopírovat

ପବିତ୍ର ବାଇବଲ

39 ତେଣୁ ସେମାନେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତକଲେ। ତା'ପରେ ସେମାନେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁରୋଧ କଲେ।

Viz kapitola kopírovat




ପ୍ରେରିତ 16:39

Následuj nás:

Reklamy


Reklamy