Online Bible

- Reklamy -




ପ୍ରେରିତ 17:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାଙ୍କୁ ଏଥେନ୍ସ୍ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।

Viz kapitola kopírovat

ଓଡିଆ ବାଇବେଲ

15 କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଏଥେନ୍ସ୍ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତିଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

15 ପାଉଲଙ୍କୁ ନେଇ ଯାଉଥିବା ଲୋକମାନେ ତାଙ୍କ ସହିତ ଆଥେନ୍ସ୍ ପର୍ଯ୍ୟନ୍ତ ଗଲେ। ସେଠାରୁ ସେମାନେ ବେରିଆକୁ ଫେରି ଆସି ଶୀଲା ଓ ତୀମଥିଙ୍କୁ କହିଲେ, ସେମାନେ ଶୀଘ୍ର ପାଉଲଙ୍କ ସହିତ ଯୋଗ ଦିଅନ୍ତୁ ବୋଲି ପାଉଲ ନିର୍ଦ୍ଦେଶ ଦେଇଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

15 ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ନେଇ ଯାଇଥିଲେ ସେମାନେ ତାହାଙ୍କୁ ଆଥୀନୀ ନଗର ପର୍ଯ୍ୟନ୍ତ ପହଞ୍ଚାଇ ଦେଲେ। ପାଉଲ ସେମାନଙ୍କ ଦ୍ୱାରା ଖବର ଦେଲେ ଯେ, ଶୀଲା ଓ ତୀମଥି ଆସି ତାହାଙ୍କ ସହିତ ଯୋଗଦାନ କରନ୍ତୁ। ତା'ପରେ ସେମାନେ ଫେରିଗଲେ।

Viz kapitola kopírovat




ପ୍ରେରିତ 17:15

Následuj nás:

Reklamy


Reklamy