Online Bible

- Reklamy -




ପ୍ରେରିତ 17:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କଅଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ, ଏହିସମସ୍ତ କଥାର ଅର୍ଥ କʼଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ।

Viz kapitola kopírovat

ଓଡିଆ ବାଇବେଲ

20 କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କ'ଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ଆପଣ କହୁଥିବା କେତେକ କଥା ଆମକୁ ଅଦ୍ଭୁତ ଲାଗୁଛି। ଆମେ ତା’ର ଅର୍ଥ ଜାଣିବାକୁ ଚାହୁଁ।”

Viz kapitola kopírovat

ପବିତ୍ର ବାଇବଲ

20 ତୁମ୍ଭେ ଆମ୍ଭ ନିକଟରେ କେତେକ ଅଦ୍‌ଭୂତ ବିଗ୍ଭରମାନ ଉପସ୍ଥାପିତ କରୁଛ ଓ ଆମ୍ଭେମାନେ ସେଗୁଡ଼ିକ କ’ଣ ତାହା ଜାଣିବାକୁ ଗ୍ଭହୁଁ।”

Viz kapitola kopírovat




ପ୍ରେରିତ 17:20

Následuj nás:

Reklamy


Reklamy