ପ୍ରେରିତ 18:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି।” Viz kapitolaଓଡିଆ ବାଇବେଲ10 କାରଣ ଆମ୍ଭେ ତୁମ୍ଭ ସାଙ୍ଗରେ ଅଛୁ, କୌଣସି ଲୋକ ତୁମ୍ଭର କ୍ଷତି କରିବାକୁ ତୁମ୍ଭକୁ ଆକ୍ରମଣ କରିବ ନାହିଁ, ଯେଣୁ ଆମ୍ଭର ଅନେକ ଲୋକ ଏହି ନଗରରେ ଅଛନ୍ତି ।" Viz kapitolaପବିତ୍ର ବାଇବଲ (CL) NT (BSI)10 କାରଣ ମୁଁ ତୁମ ସଙ୍ଗେ ସଙ୍ଗେ ଅଛି। କେହି ତୁମର କ୍ଷତି କରିପାରିବ ନାହିଁ, କାରଣ ଏହି ନଗରରେ ମୋର ଅନେକ ଲୋକ ଅଛନ୍ତି।” Viz kapitolaପବିତ୍ର ବାଇବଲ10 ମୁଁ ତୁମ୍ଭ ସହିତ ଅଛି। କେହି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମୋର ଅନେକ ଲୋକ ଏ ନଗରରେ ଅଛନ୍ତି।” Viz kapitola |