ପ୍ରେରିତ 18:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେ ସେମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ସେ ସେମାନଙ୍କ ନିକଟରେ ଈଶ୍ଵରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ ବର୍ଷ ସେଠାରେ ବାସ କଲେ। Viz kapitolaଓଡିଆ ବାଇବେଲ11 ପୁଣି, ସେ ସେମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଶିକ୍ଷା ଦେଇ ଦେଢ଼ବର୍ଷ ସେଠାରେ ବାସ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)11 ତେଣୁ ପାଉଲ ସେଠାରେ ଈଶ୍ୱରଙ୍କ ବାକ୍ୟ ବିଷୟରେ ଶିକ୍ଷା ଦେଇ ଦେଢ଼ ବର୍ଷ ରହିଗଲେ। Viz kapitolaପବିତ୍ର ବାଇବଲ11 ତେଣୁ ପାଉଲ ସେଠାରେ ଦେଢ଼ ବର୍ଷ ପର୍ଯ୍ୟନ୍ତ ରହିଲେ ଓ ସେମାନଙ୍କୁ ପରମେଶ୍ୱରଙ୍କ ସୁସମାଗ୍ଭର ବିଷୟରେ ଉପଦେଶ ଦେଲେ। Viz kapitola |