ପ୍ରେରିତ 18:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହିସମସ୍ତ ବିଷୟରେ ଭ୍ରୂକ୍ଷେପ କଲେ ନାହିଁ। Viz kapitolaଓଡିଆ ବାଇବେଲ17 ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥୋନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)17 ସେମାନେ ସମାଜର ଗୃହର ଅଧ୍ୟକ୍ଷ ସସ୍ଥନସ୍ଙ୍କୁ ଧରି ବିଚାରାଳୟ ସମ୍ମୁଖରେ ମାଡ଼ କାରିଲେ। କିନ୍ତୁ ଗାଲିୟୋ ସେଥିପ୍ରତି ଭ୍ରୂକ୍ଷେପ କଲେ ନାହିଁ। Viz kapitolaପବିତ୍ର ବାଇବଲ17 ତା'ପରେ ସେମାନେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନେଇ ଅଦାଲତ ସାମନାରେ ପିଟିଲେ। କିନ୍ତୁ ଗାଲ୍ଲିୟୋନ୍ ଏଥି ପ୍ରତି ମୋଟେ ଦୃଷ୍ଟି ଦେଲେ ନାହିଁ। Viz kapitola |