ପ୍ରେରିତ 18:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ପରେ ସେମାନେ ଏଫିସକୁ ଆସିଲେ, ପୁଣି ସେ ସେସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ। Viz kapitolaଓଡିଆ ବାଇବେଲ19 ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୂଦୀମାନଙ୍କୁ ଉପଦେଶ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ସେମାନେ ଏଫିସସ୍ରେ ପହଞ୍ଚିବା ପରେ ପାଉଲ ପ୍ରିସ୍କିଲା ଓ ଆକ୍ୱିଲାଙ୍କୁ ବିଦାୟ ଦେଲେ। ସେ ସେଠାରେ ସମାଜ ଗୃହକୁ ଯାଇ ଇହୁଦୀମାନଙ୍କ ସହିତ ଧର୍ମାଲୋଚନା କଲେ। Viz kapitolaପବିତ୍ର ବାଇବଲ19 ତା'ପରେ ସେମାନେ ଏଫିସ ନଗରରେ ପହଞ୍ଚିଲେ। ସେଠାରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ୱିଲାଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ। Viz kapitola |