ପ୍ରେରିତ 18:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ଵରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ୱରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ବିଦାୟ ନେବା ସମୟରେ ସେ ସେମାନଙ୍କୁ କହିଲେ, “ଯଦି ଈଶ୍ୱରଙ୍କର ଇଚ୍ଛା ଥାଏ, ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।” ତା’ପରେ ସେ ଜାହାଜ ଯୋଗେ ଏଫିସସ୍ ଛାଡ଼ିଲେ। Viz kapitolaପବିତ୍ର ବାଇବଲ21 ସେ ଗଲାବେଳେ କହିଲେ, “ଯଦି ପରମେଶ୍ୱର ଗ୍ଭହାନ୍ତି, ତେବେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି।” ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ। Viz kapitola |