ପ୍ରେରିତ 18:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ଵୁ ନିର୍ମାଣକାରୀ ଥିଲେ। Viz kapitolaଓଡିଆ ବାଇବେଲ3 ପୁଣି, ସମବ୍ୟବସାୟୀ ଥିବାରୁ ସେମାନଙ୍କ ସହିତ ବାସ କଲେ, ଆଉ ସେମାନେ କର୍ମ କରିବାକୁ ଲାଗିଲେ, କାରଣ ବ୍ୟବସାୟରେ ସେମାନେ ତମ୍ୱୁ ନିର୍ମାଣକାରୀ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)3 ପାଉଲ ସେମାନଙ୍କୁ ଦେଖା କରିବାକୁ ଯାଇ ସେମାନଙ୍କ ସହିତ ବାସ କଲେ, କାରଣ ସେ ମଧ୍ୟ ସେମାନଙ୍କ ପରି ତମ୍ବୁ ନିର୍ମାଣ କରି ଜୀବିକା ନିର୍ବାହ କରୁଥିଲେ। Viz kapitolaପବିତ୍ର ବାଇବଲ3 ସେମାନେ ତମ୍ବୁ ବ୍ୟବସାୟୀ ଥିଲେ। ପାଉଲ ମଧ୍ୟ ସେହି ବ୍ୟବସାୟୀ ଥିଲେ। ତେଣୁ ସେ ମଧ୍ୟ ସେମାନଙ୍କ ସହିତ ରହି ସେହି କାମ କଲେ। Viz kapitola |