ପ୍ରେରିତ 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ପ୍ରତି ବିଶ୍ରାମବାର ଦିନରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୁଦୀ ଓ ଗ୍ରୀକ୍ମାନଙ୍କର ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କଲେ। Viz kapitolaଓଡିଆ ବାଇବେଲ4 ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୂଦୀ ଓ ଗ୍ରୀକ୍ ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ । Viz kapitolaପବିତ୍ର ବାଇବଲ (CL) NT (BSI)4 ଇହୁଦୀ ତଥା ଗ୍ରୀକ୍ମାନଙ୍କ ମନରେ ପ୍ରଭୁଙ୍କ ପ୍ରତି ବିଶ୍ୱାସ ଜନ୍ମାଇବା ନିମନ୍ତେ ପ୍ରତ୍ୟେକ ବିଶ୍ରାମବାର ଦିନ ସେ ସମାଜ ଗୃହରେ ଆଲୋଚନା କରୁଥିଲେ। Viz kapitolaପବିତ୍ର ବାଇବଲ4 ପାଉଲ ପ୍ରତି ବିଶ୍ରାମବାର ଦିନ ସମାଜସଭାଗୃହରେ ଯିହୂଦୀୟ ଓ ଗ୍ରୀକ୍ମାନଙ୍କ ସହିତ ଚର୍ଚ୍ଚା କରୁଥିଲେ ଓ ଉପଦେଶ ଦ୍ୱାରା ସେମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରୁଥିଲେ। Viz kapitola |