ପ୍ରେରିତ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖା ପାଇଲେ। Viz kapitolaଓଡିଆ ବାଇବେଲ1 ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ । Viz kapitolaପବିତ୍ର ବାଇବଲ (CL) NT (BSI)1 ଆପୋଲ୍ଲୋ କରିନ୍ଥରେ ଥିବାବେଳେ ପାଉଲ ପ୍ରଦେଶର ଆଭ୍ୟନ୍ତରୀଣ ଅଞ୍ଚଳରେ ଯାତ୍ରା ଶେଷ କରି ଏଫିସସ୍ରେ ପହଞ୍ଚିଲେ। ସେଠାରେ ସେ କେତେକ ଶିଷ୍ୟଙ୍କ ଦେଖା ପାଇ ପଚାରିଲେ, Viz kapitolaପବିତ୍ର ବାଇବଲ1 ଆପଲ୍ଲ କରିନ୍ଥରେ ଥିଲାବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦେଇ ଯାତ୍ରା କରି ଏଫିସରେ ଆସି ପହଞ୍ଚିଲେ। ତା'ପରେ ପାଉଲ ସେଠାରେ ସେ ଯୋହନଙ୍କ କେତେକ ଶିଷ୍ୟଙ୍କୁ ଦେଖିଲେ। Viz kapitola |