ପ୍ରେରିତ 19:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ସେମାନଙ୍କୁ ପଚାରିଲେ, ବିଶ୍ଵାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାଙ୍କୁ ଉତ୍ତର ଦେଲେ, ନା, ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ। Viz kapitolaଓଡିଆ ବାଇବେଲ2 ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କ'ଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣିନାହୁଁ । Viz kapitolaପବିତ୍ର ବାଇବଲ (CL) NT (BSI)2 “ତୁମେ ବିଶ୍ୱାସୀ ହେବା ସମୟରେ କଅଣ ପବିତ୍ରଆତ୍ମା ପ୍ରାପ୍ତ ହୋଇଥିଲ?” ସେମାନେ ଉତ୍ତର ଦେଲେ, “ପବିତ୍ରଆତ୍ମା ବୋଲି କେହି ଅଛନ୍ତି, ଏକଥା ସୁଦ୍ଧା ଆମେ ଶୁଣିନାହୁଁ।” Viz kapitolaପବିତ୍ର ବାଇବଲ2 ପାଉଲ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ବିଶ୍ୱାସୀ ହେଲାବେଳେ ପବିତ୍ରଆତ୍ମାଙ୍କୁ ପ୍ରାପ୍ତ ହୋଇଥିଲ କି?” ସେହି ଶିଷ୍ୟମାନେ ତାହାଙ୍କୁ କହିଲେ, “ଜଣେ ପବିତ୍ରଆତ୍ମା ଯେ ଅଛନ୍ତି, ଏହା ଆମ୍ଭେମାନେ ଆଦୌ ଶୁଣି ନାହୁଁ।” Viz kapitola |