Online Bible

- Reklamy -




ପ୍ରେରିତ 19:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାନ ଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଏସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଆସିଆ ଓ ଜଗତଯାକ ପୂଜା କରନ୍ତି, ତାଙ୍କ ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାଙ୍କ ମହିମାର ଗ୍ଳାନି ସୁଦ୍ଧା ଘଟିବାର ଆଶଙ୍କା ଅଛି।

Viz kapitola kopírovat

ଓଡିଆ ବାଇବେଲ

27 ଏଥିରେ ଯେ କେବଳ ଆମ୍ଭମାନଙ୍କ ଏହି ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି, ତାହା ନୁହେଁ, କିନ୍ତୁ ଯେଉଁ ମହାଦେବୀ ଆର୍ତ୍ତେମୀଙ୍କୁ ସମସ୍ତ ଆସିଆ ଓ ଜଗତଯାକ ଉପାସନା କରନ୍ତି, ତାହା ମନ୍ଦିର ମଧ୍ୟ ନଗଣ୍ୟ ହୋଇପଡ଼ିବାର ଓ ତାହାଙ୍କ ମହିମାର ଗ୍ଲାନି ସୁଦ୍ଧା ଘଟିବାର ଆଶଙ୍କା ଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 ଫଳରେ ଆମ ବ୍ୟବସାୟର ଦୁର୍ନାମ ହେବାର ଆଶଙ୍କା ଅଛି। କେବଳ ସେତିକି ନୁହେଁ, ଯେଉଁ ଦେବୀ ଏସିଆରେ ଓ ସମଗ୍ର ପୃଥିବୀରେ ସମସ୍ତଙ୍କ ଦ୍ୱାରା ପୂଜା ପାଆନ୍ତି, ସେହି ବିଖ୍ୟାତ ଆର୍ତ୍ତେମୀ ଦେବୀଙ୍କ ମନ୍ଦିରର ଗୁରୁତ୍ୱ ଆଉ ରହିବ ନାହିଁ ଏବଂ ଆର୍ତ୍ତେମୀ ଦେବୀଙ୍କ ମର୍ଯ୍ୟାଦା କ୍ଷୁର୍ଣ୍ଣ ହେବ।”

Viz kapitola kopírovat

ପବିତ୍ର ବାଇବଲ

27 ଏହା ଦ୍ୱାରା କେବଳ ଆମ୍ଭ କାର୍ଯ୍ୟର କ୍ଷତି ଘଟିବ ନାହିଁ ମାତ୍ର ମହାଦେବୀ ଆର୍ତ୍ତେମୀର ମନ୍ଦିରର ମଧ୍ୟ କୌଣସି ଗୁରୁତ୍ୱ ରହିବ ନାହିଁ। ସମଗ୍ର ଏସିଆ ଓ ପୃଥିବୀର ଲୋକମାନେ ଯେଉଁ ଦେବୀକୁ ପୂଜା କରନ୍ତି, ତାହାର ମହିମା ମଧ୍ୟ ନଷ୍ଟ ହୋଇଯିବ।”

Viz kapitola kopírovat




ପ୍ରେରିତ 19:27

Následuj nás:

Reklamy


Reklamy