Online Bible

- Reklamy -




ପ୍ରେରିତ 19:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଏଥିରେ ନଗରଟି ଗଣ୍ତଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।

Viz kapitola kopírovat

ଓଡିଆ ବାଇବେଲ

29 ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଅାର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ଏହି ଗଣ୍ଡଗୋଳ ସମୁଦାୟ ନଗରରେ ବ୍ୟାପିଗଲା। ଉଚ୍ଛୃଙ୍ଖଳ ଜନତା ପାଉଲଙ୍କ ସହଯାତ୍ରୀ ମାସିଦୋନିଆର ଗାୟସ୍ ଓ ଆରିଷ୍ଟାର୍ଖସ୍ଙ୍କୁ ଧରି ସେମାନଙ୍କ ରଙ୍ଗଭୂମିକୁ ଭିଡ଼ି ନେଲେ।

Viz kapitola kopírovat

ପବିତ୍ର ବାଇବଲ

29 ସମ୍ପୂର୍ଣ୍ଣ ସହରରେ ଚହଳ ପଡ଼ିଗଲା। ପାଉଲଙ୍କ ସହଯାତ୍ରୀ ମାକିଦନୀୟା ନିବାସୀ ଗାୟ ଓ ଆରିସ୍ତାର୍ଖଙ୍କୁ ଧରିନେଇ ସେମାନେ ଖେଳ ପଡ଼ିଆ ଆଡ଼କୁ ଦୌଡ଼ିଲେ।

Viz kapitola kopírovat




ପ୍ରେରିତ 19:29

Následuj nás:

Reklamy


Reklamy