ପ୍ରେରିତ 19:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ ଏସିଆର ପ୍ରଧାନ କର୍ମକାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ, ଆସିଆର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାଙ୍କୁ ଅନୁରୋଧ କଲେ। Viz kapitolaଓଡିଆ ବାଇବେଲ31 ଆଉ ଆସିଅାର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ । Viz kapitolaପବିତ୍ର ବାଇବଲ (CL) NT (BSI)31 କେତେଜଣ ପ୍ରାଦେଶିକ କର୍ତ୍ତୃପକ୍ଷ ବନ୍ଧୁ ପାଉଲଙ୍କୁ ରଙ୍ଗଭୂମି ଭିତରକୁ ନ ଯିବା ପାଇଁ ଅନୁରୋଧ ଜଣାଇ ଏକ ବାର୍ତ୍ତା ପଠାଇଲେ। Viz kapitolaପବିତ୍ର ବାଇବଲ31 ସେହି ଦେଶର କେତେକ ନେତାମାନେ ପାଉଲଙ୍କର ବନ୍ଧୁ ଥିଲେ। ସେମାନେ ତାହାଙ୍କୁ ଖେଳପଡ଼ିଆ ପାଖକୁ ନ ଯିବା ପାଇଁ ଅନୁରୋଧ କରି ଖବର ପଠାଇଲେ। Viz kapitola |