ପ୍ରେରିତ 19:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହନ୍ତି କିମ୍ଵା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହନ୍ତି। Viz kapitolaଓଡିଆ ବାଇବେଲ37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)37 ଏହି ଲୋକମାନେ ମନ୍ଦିରରୁ କିଛି ଚୋରୀ କରି ନାହାନ୍ତି, କିମ୍ବା ଆମ ଦେବୀଙ୍କ ବିରୁଦ୍ଧରେ କୌଣସି କୁତ୍ସାଜନକ କଥା କହି ନାହାନ୍ତି, ତଥାପି ତୁମେ ଏମାନଙ୍କୁ ଧରି ଆଣିଛ। Viz kapitolaପବିତ୍ର ବାଇବଲ37 “ତୁମ୍ଭେମାନେ ଯେଉଁ ଲୋକମାନଙ୍କୁ ଏଠାକୁ ଆଣିଛ, ସେମାନେ କୌଣସି ମନ୍ଦିର ଲୁଟ କରି ନାହାନ୍ତି ବା ଆମ୍ଭ ଦେବୀଙ୍କର ଅପମାନ କରି ନାହାନ୍ତି। Viz kapitola |