ପ୍ରେରିତ 19:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ଏଣୁ ଯଦି କାହାରି ବିରୁଦ୍ଧରେ ଦୀମୀତ୍ରିୟର ଓ ତାʼର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ, ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ। Viz kapitolaଓଡିଆ ବାଇବେଲ38 ଏଣୁ ଯଦି କାହାରି ବିରୁଦ୍ଧରେ ଦୀମିତ୍ରୀୟର ଓ ତାହାର ସଙ୍ଗୀ ଶିଳ୍ପକରମାନଙ୍କର କୌଣସି କଥା ଥାଏ , ତାହାହେଲେ ବିଚାରାଳୟ ଉନ୍ମୁକ୍ତ ଅଛି ଓ ଶାସନକର୍ତ୍ତାମାନେ ଅଛନ୍ତି; ସେମାନେ ପରସ୍ପର ବିରୁଦ୍ଧରେ ଅଭିଯୋଗ କରନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)38 ଯଦି ଦୀମିତ୍ରୀୟ ଓ ତା’ର କାରିଗରମାନଙ୍କର କାହା ବିରୁଦ୍ଧରେ କୌଣସି ଅଭିଯୋଗ ଅଛି, ତା’ ବିଚାର କରିବାକୁ ଆମ କର୍ତ୍ତୃପକ୍ଷମାନେ ଅଛନ୍ତି ଓ ବିଚାରାଳୟର ନିର୍ଦ୍ଦିଷ୍ଟ ଦିନ ସବୁ ରହିଛି। ସେଠାରେ ସେହି ଅଭିଯୋଗ ଉପସ୍ଥାପିତ କରାଯାଇପାରିବ। Viz kapitolaପବିତ୍ର ବାଇବଲ38 ସେ କହିଲେ, “ଆମ୍ଭର ବିଗ୍ଭରାଳୟ ଅଛି ଓ ବିଗ୍ଭରକମାନେ ମଧ୍ୟ ଅଛନ୍ତି। ଯଦି କାହାରି ବିରୁଦ୍ଧରେ ଦୀମୀତ୍ରିୟ ବା ତା'ର କାରିଗରମାନଙ୍କର କୌଣସି ଅଭିଯୋଗ ଥାଏ, ସେମାନେ ସେଠାକୁ ଯାଇ ପରସ୍ପର ବିରୁଦ୍ଧରେ ଅଭିଯୋଗ ଆଣି ପାରନ୍ତି। Viz kapitola |