ପ୍ରେରିତ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ଵରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ଵାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ8 ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ । Viz kapitolaପବିତ୍ର ବାଇବଲ (CL) NT (BSI)8 ତା’ପରେ ପାଉଲ ତିନି ମାସ ପର୍ଯ୍ୟନ୍ତ ସମାଜ ଗୃହରେ ନିର୍ଭୀକ ଭାବରେ ଆଲୋଚନା କରି ଈଶ୍ୱରଙ୍କ ରାଜ୍ୟ ବିଷୟରେ ସେମାନଙ୍କ ମନରେ ବିଶ୍ୱାସ ଜନ୍ମାଇବା ପାଇଁ ଚେଷ୍ଟା କଲେ। Viz kapitolaପବିତ୍ର ବାଇବଲ8 ତା'ପରେ ପାଉଲ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସର ସହିତ ଯିହୂଦୀମାନଙ୍କ ସହିତ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହିଲେ। ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ କହି ସେମାନଙ୍କୁ ଗ୍ରହଣ କରିବା ପାଇଁ ରାଜି କରାଇଲେ। Viz kapitola |