ପ୍ରେରିତ 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି କ୍ରୀତୀୟ ଓ ଆରବୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭେମାନେ ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ଵରଙ୍କ ମହତ୍ ମହତ୍ କର୍ମର କଥା କହିବା ଶୁଣୁଅଛୁ। Viz kapitolaଓଡିଆ ବାଇବେଲ11 ପୁଣି, କ୍ରୀତୀୟ ଓ ଆରବୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭେମାନେ ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ୱରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)11 ପୁଣି କେତେକ କ୍ରୀତ ଓ ଆରବୀୟ ଦେଶର ଲୋକ। ତଥାପି ଈଶ୍ୱର ଯେଉଁ ମହତ୍ ବିଷୟସବୁ ସାଧନ କରିଛନ୍ତି, ସେ ସମ୍ବନ୍ଧରେ ଆମେ ସମସ୍ତେ ସେମାନଙ୍କଠାରୁ ଆମ ନିଜ ନିଜ ଭାଷାରେ ଶୁଣିପାରୁଛୁ।” Viz kapitolaପବିତ୍ର ବାଇବଲ11 ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସେମାନେ ପରମେଶ୍ୱରଙ୍କର ମହତ୍ ଓ ଆଶ୍ଚର୍ଯ୍ୟ ପୂର୍ଣ୍ଣ କାର୍ଯ୍ୟକୁ ଆମ୍ଭ ଭାଷାରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।” Viz kapitola |