ପ୍ରେରିତ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ପିତର ଏକାଦଶଙ୍କ ସହିତ ଠିଆ ହୋଇ ଉଚ୍ଚସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା କରି କହିଲେ, ହେ ଯିହୁଦୀ ଲୋକେ ଓ ଯିରୂଶାଲମ ନିବାସୀସମସ୍ତେ, ଆପଣମାନେ ଏହା ଜ୍ଞାତ ହେଉନ୍ତୁ ଓ ମୋହର କଥାରେ କର୍ଣ୍ଣପାତ କରନ୍ତୁ। Viz kapitolaଓଡିଆ ବାଇବେଲ14 କିନ୍ତୁ ପିତର ଏଗାରଜଣଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)14 ତା’ପରେ ଅନ୍ୟ ଏଗାର ଜଣ ପ୍ରେରିତ ଶିଷ୍ୟମାନଙ୍କ ସହିତ ପିତର ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ହେ ଇହୁଦୀ ଭାଇମାନେ ଓ ଯିରୂଶାଲମରେ ବାସ କରୁଥିବା ଭଦ୍ର ମଣ୍ଡଳୀ, ମୋ’ କଥା ଶୁଣ, ମୁଁ ଏହି ବିଷୟରେ ବୁଝାଇ କହିବି। Viz kapitolaପବିତ୍ର ବାଇବଲ14 ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ। Viz kapitola |