ପ୍ରେରିତ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ତ ପବନର ଶଦ୍ଦ ତୁଲ୍ୟ ଗୋଟିଏ ଶଦ୍ଦ ଅକସ୍ମାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ସର୍ବତ୍ର ବ୍ୟାପିଗଲା, Viz kapitolaଓଡିଆ ବାଇବେଲ2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, Viz kapitolaପବିତ୍ର ବାଇବଲ (CL) NT (BSI)2 ହଠାତ୍ ପ୍ରଚଣ୍ଡ ବାୟୁ ବାହିବାର ଶବ୍ଦ ଭଳି ଆକାଶରୁ ଏକ ଶବ୍ଦ ହେଲା ଓ ଯେଉଁ ଗୃହରେ ସେମାନେ ବସିଥିଲେ, ତାହ ସେହି ଶବ୍ଦରେ ପୂର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ2 ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସେମାନେ ଯେଉଁ ଘର ଭିତରେ ବସିଥିଲେ, ସେହି ଘରର ଗ୍ଭରିଆଡ଼େ ବ୍ୟାପି ଗଲା। Viz kapitola |