ପ୍ରେରିତ 20:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡ଼ି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେଥିରେ ପାଉଲ ତଳକୁ ଓହ୍ଲାଇଆସି ତାʼ ଉପରେ ପଡ଼ି ତାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି। Viz kapitolaଓଡିଆ ବାଇବେଲ10 ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)10 କିନ୍ତୁ ପାଉଲ ତଳକୁ ଓହ୍ଲାଇ ଆସି ତାକୁ କୁଣ୍ଢାଇ ଧରି କହିଲେ, “ବ୍ୟସ୍ତ ହୁଅ ନାହିଁ। ସେ ବଞ୍ଚିଛି।” Viz kapitolaପବିତ୍ର ବାଇବଲ10 ପାଉଲ ତଳକୁ ଆସି ଆଣ୍ଠେଇ ପଡ଼ିଲେ, ଓ ତାହାକୁ ନିଜ ହାତରେ ଟେକିନେଲେ ଓ କହିଲେ, “ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହେବ।” Viz kapitola |