ପ୍ରେରିତ 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖିଅ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ଵିତୀୟ ଦିନରେ ସାମରେ ଜାହାଜ ଲଗାଇଲୁ ଓ ତହିଁ ଆରଦିନ ମୀଲୀତରେ ପହଞ୍ଚିଲୁ। Viz kapitolaଓଡିଆ ବାଇବେଲ15 ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମରେ ଲଗାଇଲୁ ଓ ଆରଦିନ ମୀଲୀତରେ ପହଞ୍ଚିଲୁ । Viz kapitolaପବିତ୍ର ବାଇବଲ (CL) NT (BSI)15 ସେଠାରୁ ପୁଣି ଯାତ୍ରା କରି ତହିଁ ଆରଦିନ ଖିଅସ୍ ନିକଟରେ ପହଞ୍ଚିଲୁ। ଆଉ ଦିନକ ପରେ ଆମେ ସାମୋସ୍ରେ ପହଞ୍ଚି, ତା’ ପରଦିନ ମିଲୀଟସରେ ପହଞ୍ଚିଲୁ। Viz kapitolaପବିତ୍ର ବାଇବଲ15 ତହିଁ ଆରଦିନ ଆମ୍ଭେ ସେଠାରୁ ଜାହାଜରେ ଖିଅ ଉପଦ୍ୱୀପ ସାମନାରେ ଆସି ପହଞ୍ଚିଲୁ। ତା'ପରେ ଦ୍ୱିତୀୟ ଦିନ ଆମ୍ଭେ ମିଳିତ ନଗରରେ ପହଞ୍ଚିଲୁ। Viz kapitola |