ପ୍ରେରିତ 20:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କାରଣ ଆସିଆରେ ଯେପରି ପାଉଲଙ୍କୁ ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ।। ଦିନରେ ଯିରୂଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ। Viz kapitolaଓଡିଆ ବାଇବେଲ16 କାରଣ ପାଉଲଙ୍କ ଆସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୁଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)16 ଆସିଆ ପ୍ରଦେଶରେ ଆଉ ଅଧିକ ସମୟ ଅତିବାହିତ ନ କରି ଏଫିସସ୍ କୂଳେ କୂଳେ ଜାହାଜ ଚଳାଇବାକୁ ପାଉଲ ସ୍ଥିର କଲେ। ଯଦି ସମ୍ଭବ ହୁଏ, ପେଣ୍ଟିକଷ୍ଟ ଦିନରେ ଯିରୂଶାଲମରେ ପହଞ୍ଚିବା ପାଇଁ ସେ ଉଦ୍ଗ୍ରୀବ ହେଉଥିଲେ। Viz kapitolaପବିତ୍ର ବାଇବଲ16 ପାଉଲ ଏସିଆରେ ଅଧିକ ସମୟ ରହିବା ପାଇଁ ଇଚ୍ଛା କରୁ ନ ଥିଲେ। ସେ ଏଫିସରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ଯିରୁଶାଲମରେ ପହଞ୍ଚିବା ପାଇଁ ତର ତର ହେଉଥିଲେ। Viz kapitola |