Online Bible

- Reklamy -




ପ୍ରେରିତ 20:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ତଳୀକି ଈଶ୍ଵର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ତଳୀକି ପ୍ରତିପାଳନ କରିବା ନିମନ୍ତେ ପବିତ୍ର ଆତ୍ମା ଯେସମସ୍ତ ପଲ ମଧ୍ୟରେ ତୁମ୍ଭମାନଙ୍କୁ ଅଧ୍ୟକ୍ଷ ସ୍ଵରୂପେ ନିଯୁକ୍ତ କରିଅଛନ୍ତି,, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।

Viz kapitola kopírovat

ଓଡିଆ ବାଇବେଲ

28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଅତଏବ ତୁମ୍ଭେମାନେ ନେତା ରୂପେ ନିଜ ବିଷୟରେ ଓ ପବିତ୍ରଆତ୍ମା ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଯେଉଁ ବିଶ୍ୱାସୀ ପଲକୁ ଛାଡ଼ି ଦେଇଛନ୍ତି, ସେହି ସମସ୍ତଙ୍କ ବିଷୟରେ ଯତ୍ନଶୀଳ ହୁଅ। ମେଷପାଳକ ପରି ଈଶ୍ୱରଙ୍କ ମଣ୍ଡଳୀର ଯତ୍ନ ନିଅ। ସେହି ମଣ୍ଡଳୀକୁ ସେ ତାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ନିଜସ୍ୱ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

28 ତେଣୁ ତୁମ୍ଭେମାନେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ରଆତ୍ମା ଯେଉଁ ମେଷପଲ ଉପରେ ତୁମ୍ଭମାନଙ୍କୁ ମେଷପାଳକ ରୂପେ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ୱର ଆପଣା ରକ୍ତରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।

Viz kapitola kopírovat




ପ୍ରେରିତ 20:28

Následuj nás:

Reklamy


Reklamy