ପ୍ରେରିତ 20:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି, ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଲୋକେ ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ନିମନ୍ତେ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ। Viz kapitolaଓଡିଆ ବାଇବେଲ30 ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ । Viz kapitolaପବିତ୍ର ବାଇବଲ (CL) NT (BSI)30 ସମୟ ଆସିବ, ଯେତେବେଳେ ତୁମ୍ଭମାନଙ୍କ ନିଜ ଦଳର କେତେକ ଲୋକ ବିଶ୍ୱାସୀମାନଙ୍କୁ ମିଥ୍ୟା କହି ବିପଥରେ କଢ଼ାଇ ନେବେ। Viz kapitolaପବିତ୍ର ବାଇବଲ30 ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ୟ କେତେଜଣ ଲୋକ ବାହାରିବେ ଓ ଭୁଲ୍ କଥା ଉପଦେଶ ଦେଇ ଶିଷ୍ୟମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ। Viz kapitola |