ପ୍ରେରିତ 21:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସମସ୍ତ ପ୍ରାଚୀନ ସେ ସ୍ଥାନରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ18 ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)18 ତହିଁ ଆରଦିନ ପାଉଲ ଆମ ସହିତ ଯାକୁବଙ୍କୁ ଦେଖିବା ପାଇଁ ଗଲେ; ମଣ୍ଡଳୀର ସମସ୍ତ ନେତା ସେଠାରେ ଉପସ୍ଥିତ ଥିଲେ। Viz kapitolaପବିତ୍ର ବାଇବଲ18 ତା’ ପରଦିନ ପାଉଲ ଆମ୍ଭମାନଙ୍କ ସାଙ୍ଗରେ ଯାକୁବଙ୍କୁ ଭେଟିବାକୁ ଗଲେ। ସବୁ ପ୍ରାଚୀନ ଲୋକମାନେ ସମସ୍ତେ ସେଠାରେ ଉପସ୍ଥିତ ଥିଲେ। Viz kapitola |