ପ୍ରେରିତ 21:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ବର ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହିସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ଵର ତାଙ୍କ ସେବା ଦ୍ଵାରା ବିଜାତିମାନଙ୍କ ମଧ୍ୟରେ ଯେଉଁ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ସେହିସବୁ ଗୋଟି ଗୋଟି କରି ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। Viz kapitolaଓଡିଆ ବାଇବେଲ19 ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ୱର ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହି ସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ । Viz kapitolaପବିତ୍ର ବାଇବଲ (CL) NT (BSI)19 ପାଉଲ ସେମାନଙ୍କୁ ଅଭିବାଦନ ଜଣାଇ ତାଙ୍କ କାର୍ଯ୍ୟ ଦ୍ୱାରା ଈଶ୍ୱର ଅଣଇହୁଦୀମାନଙ୍କ ମଧ୍ୟରେ ଯାହା କରିଥିଲେ; ତା’ର ଏକ ସଂପୂର୍ଣ୍ଣ ବିବରଣୀ ଦେଲେ। Viz kapitolaପବିତ୍ର ବାଇବଲ19 ପାଉଲ ସେମାନଙ୍କୁ ଅଭିନନ୍ଦନ ଜଣାଇଲେ। ପରମେଶ୍ୱର ତାହାଙ୍କ ସେବାକାର୍ଯ୍ୟ ମାଧ୍ୟମରେ ଅଣଯିହୂଦୀମାନଙ୍କ ମଧ୍ୟରେ ଯେଉଁସବୁ କାର୍ଯ୍ୟ କରିଛନ୍ତି, ସେସବୁ ସେ ସେମାନଙ୍କୁ ଗୋଟି ଗୋଟି କରି କହିଲେ। Viz kapitola |