ପ୍ରେରିତ 21:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତେବେ କଅଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତେବେ କʼଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ। Viz kapitolaଓଡିଆ ବାଇବେଲ22 ତେବେ କ'ଣ କରାଯାଏ ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ । Viz kapitolaପବିତ୍ର ବାଇବଲ (CL) NT (BSI)22 ଆପଣ ଏଠାରେ ପହଞ୍ଚିଛନ୍ତି ବୋଲି ସେମାନେ ନିଶ୍ଚୟ ଶୁଣିବେ। ତା’ହେଲେ କ’ଣ କରାଯିବ? Viz kapitolaପବିତ୍ର ବାଇବଲ22 “ତେଣୁ ଆମ୍ଭକୁ କ’ଣ କରିବା ଉଚିତ୍? ତୁମ୍ଭେ ଯେ ଏଠାକୁ ଆସିଛ, ଏହା ସେମାନେ ନିଶ୍ଚୟ ଶୁଣିବାକୁ ପାଇବେ। Viz kapitola |