ପ୍ରେରିତ 21:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଏସିଆର ଯିହୁଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୋଇ ଆସିଲେ ଆସିଆର ଯିହୁଦୀମାନେ ମନ୍ଦିରରେ ତାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି ତାଙ୍କୁ ଧରି ଚିତ୍କାର କରି କହିବାକୁ ଲାଗିଲେ, Viz kapitolaଓଡିଆ ବାଇବେଲ27 ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଆସିଆର ଯିହୂଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (CL) NT (BSI)27 ଶୁଚିକରଣ କାର୍ଯ୍ୟର ସାତ ଦିନ ସମାପ୍ତ ହେବା ସମୟରେ ଏସିଆ ପ୍ରଦେଶର କେତେକ ଇହୁଦୀ ମନ୍ଦିରରେ ପାଉଲଙ୍କୁ ଦେଖିଲେ। ସେମାନେ ସେଠାରେ ସମବେତ ହୋଇଥିବା ଜନତାକୁ ମତାଇ ପାଉଲଙ୍କୁ ଧରିଲେ। Viz kapitolaପବିତ୍ର ବାଇବଲ27 ସାତ ଦିନ ପୁରି ଯିବା ଦିନ ଏସିଆର କେତେକ ଯିହୂଦୀମାନେ ତାହାଙ୍କୁ ମନ୍ଦିରରେ ଦେଖିଲେ। ସେମାନେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧରେ ଉତ୍ତେଜିତ କଲେ ଓ ତାହାଙ୍କୁ ଧରି ପକେଇଲେ। Viz kapitola |