ପ୍ରେରିତ 21:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ଯେଉଁ ଲୋକଟା ସବୁ ସ୍ଥାନରେ ଆମ୍ଭମାନଙ୍କ ଜାତି, ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ଆହୁରି ମଧ୍ୟ ସେ ମନ୍ଦିର ଭିତରକୁ ଗ୍ରୀକ୍ମାନଙ୍କୁ ସୁଦ୍ଧା ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରିଅଛି। Viz kapitolaଓଡିଆ ବାଇବେଲ28 ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)28 ସେମାନେ ଚିକ୍ରାର କରି କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ, ଆମକୁ ସାହାଯ୍ୟ କର! ଏହି ଲୋକ ଚାରିଆଡ଼େ ଯାଇ ଇଶ୍ରାଏଲର ଲୋକମାନଙ୍କ ବିରୁଦ୍ଧରେ, ମୋଶାଙ୍କ ବ୍ୟବସ୍ଥା ଓ ଏହି ମନ୍ଦିର ବିରୁଦ୍ଧରେ ଶିକ୍ଷା ଦେଉଛି। ପୁଣି ବର୍ତ୍ତମାନ ସେ କେତେକ ଅଣଇହୁଦୀଙ୍କୁ ମନ୍ଦିର ମଧ୍ୟକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରିଛି।” Viz kapitolaପବିତ୍ର ବାଇବଲ28 ସେମାନେ ଖୁବ୍ ଜୋର୍ରେ ଚିତ୍କାର କରି କହିଲେ, “ହେ ଇସ୍ରାଏଲୀୟ ଲୋକମାନେ, ଆମ୍ଭକୁ ସାହାଯ୍ୟ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧରେ, ଆମ୍ଭ ବ୍ୟବସ୍ଥା ଓ ଏହି ସ୍ଥାନ ବିରୁଦ୍ଧରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତେକ ଗ୍ରୀକ୍ ଲୋକମାନଙ୍କୁ ମଧ୍ୟ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।” Viz kapitola |